• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Scorpio

ବିଛା

Thursday 04 May 2023

ବିଶାଖା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।

ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ଜ୍ୟୋଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :