• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Sagittarius

ଧନୁ

Thursday 04 May 2023

ମୂଳା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । ଚାକିରିରେ କ୍ରୋଧର ବଶବର୍ତ୍ତୀ ହୁଅନ୍ତୁ ନାହିଁ ।

ପୂ, ଷାଢା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ ।

ଉ, ଷାଢା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :