• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th may 2023: ଏହି ରାଶିର ବ୍ୟକ୍ତି ଆଜି ‍ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଚନ୍ଦ୍ର– କନ୍ୟା ଦିବା ୦୯.୧୯ ଗତେ ତୁଳା, ତିଥି– ୧୪ଶୀ ରାତ୍ରି ୧୧.୪୪ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର– ବୃଷ ଦିବା ୦୯.୧୯ ପର୍ଯ୍ୟନ୍ତ, ଘାତ ବାର– ତୁଳା, କୁମ୍ଭ, ପୁଷ୍କର ଦୋଷ– ନାସ୍ତି ।

Capricorn

ମକର

Thursday 04 May 2023

ଉ, ଷାଢା- ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।

ଶ୍ରବଣା-– ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ୍ୱ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତ୍ତି ବୃଦ୍ଧି ହୋଇପାରେ ।

ଧନିଷ୍ଠା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :