Daily Horoscope 4th May 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ପ୍ରେମ ଜୀବନ ମଧୁରମୟ ରହିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୩୭ ଗତେ ମୀନ,ତିଥି- ୧୧ଶୀ ରାତ୍ରି ୦୮.୩୯ ଗତେ ୧୨ଶୀ ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୩୭ ଗତେ ଧନୁ ରାଶିର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୩୯ ଗତେ ୩ ପାଦ-କୃଷି,ପଶୁ ଓ ବଂଶହାନି –ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Saturday 04 May 2024

ଅଶ୍ୱନୀ- ପ୍ରେମ ଜୀବନ ମଧୁରମୟ ରହିବ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ

ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

କୃତିକା- ଭୂମି କ୍ରୟ କରିବାର ସୁଯୋଗ ଅଛି । ମହିଳା ମାନେ ସ୍ୱାଭିମାନ ରହିବେ । ରୋଜଗାରର ନୂତନ ସୁଯୋଗ ସୃଷ୍ଟି ହେବ । ନୂତନ ବନ୍ଧୁ ଙ୍କ ସହ ସମୟ ବିତାଇବେ ।

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :