• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Aries

ମେଷ

Tuesday 04 Jun 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକ ସ୍ଥିତି ଭଲ ରହିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବା ସହ ଭୂମି, ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ ।

ଦ୍ୱିଜା- ରାଜନୀତିରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତି ଅକ୍ଷୁର୍ଣ୍ଣ ରହିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆତ୍ମବିଶ୍ୱାସ ଏବଂ ଶକ୍ତି ବୃଦ୍ଧି ପାଇବା ଫଳରେ ଉତ୍ସାହିତ ହେବେ ।

କୃତିକା- ଅସମୟରେ ପାଖପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡିପାରେ ।

ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :