• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Pisces

ମୀନ

Tuesday 04 Jun 2024

ପୂ,ଭାଦ୍ରପଦ- ପୂର୍ବ ଯୋଜନା ଭଣ୍ଡୁର ହୋଇଯିବା ଆଶଙ୍କାରେ ମାନସିକ ଅସ୍ଥିରତା ସୃଷ୍ଟିହେବ। ପରିବାରରେ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ ।

ଉ,ଭାଦ୍ରପଦ- ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ, ଉଚ୍ଚ ପଦପଦବୀ ପ୍ରାପ୍ତି ଓ ବୈଷୟିକ ସୁଖ,ସମୃଦ୍ଧି ଦିଗରେ ଅନୁକୂଳତା ସୃଷ୍ଟି କରିବେ। ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନୀତିରେ ଗମ୍ଭୀର ପ୍ରସଙ୍ଗରେ କଥା ହେବେ।

ରେବତୀ- ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟ କଚେରୀ ମାମଲାରେ ଚିନ୍ତାରେ ରହିବେ । ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :