• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Gemini

ମିଥୁନ

Tuesday 04 Jun 2024

ମୃଗଶିରା- ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇପାରନ୍ତି । ଆବଶ୍ୟକସ୍ଥଳେ ସହଯୋଗ ପାଇ ପାରିବାରିକସ୍ତର ହସ ଖୁସିରେ କଟିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।

ଆଦ୍ରା- ରାଜନୀତିରେ ଶତ୍ରୁମାନେ ପଛଘୁଞ୍ଚା ଦେବେ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ଧାରଣା ପୋଷଣ କରିପାରେ। ସ୍ଥଗିତକର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି।

ପୁନର୍ବସୁ- ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରି କଳ୍ପନାରାଇଜରେ ଘୂରି ବୁଲିପାରନ୍ତି। କଠୋର ବାକ୍ୟାଳାପ କାରଣରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :