• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Cancer

କର୍କଟ

Tuesday 04 Jun 2024

ପୁନର୍ବସୁ- ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ।

ପୁଷ୍ୟା-ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଏବଂ ଆଦର୍ଶବାଦୀ ହୋଇ ପ୍ରଶଂସିତ ହେବେ । କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ।

ଅଶ୍ଲେଷା- କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାର୍ଯ୍ୟ କରିବେ । ଖାଦ୍ୟପେୟ ପ୍ରତି ସଜାଗ ରୁହନ୍ତୁ।

ପ୍ରତିକାର- ବାପା ମା’ଙ୍କ ସେବା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :