• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Leo

ସିଂହ

Tuesday 04 Jun 2024

ମଘା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ।

ପୂ,ଫାଲଗୁନି- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହେଯାଗ ମିଳିବ ।

ଉ,ଫାଲଗୁନି- ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବେ । ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିବିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :