• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Virgo

କନ୍ୟା

Tuesday 04 Jun 2024

ଉ,ଫଳଗୁନି- ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।

ହସ୍ତା- ରାଜନୀତିରେ ସହାନୁଭୂତି ମିଳିବ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । ଘରେ କୈାଣସି ଧାର୍ମିକ କାର‌୍ୟ୍ୟର ରୂପରେଖ ତିଆରି କରି ପାରନ୍ତି

ଚିତ୍ରା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :