• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Libra

ତୁଳା

Tuesday 04 Jun 2024

ଚିତ୍ରା- ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ମାନସିକ ଅସ୍ଥିରତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।

ସ୍ୱାତୀ-ଅସାବଧାନତା କାରଣରୁ ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ । ନିକଟ ସମ୍ପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତବୋଧ କରିବେ । ପୁରୁଣା କାମଗୁଡିକର ସମୀକ୍ଷା କରିବେ କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି ।

ବିଶାଖା- କୌଣସି ଏକ ସାଧାରଣ କଥାର ଆଲୋଚନା ଭିତରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :