• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Scorpio

ବିଛା

Tuesday 04 Jun 2024

ବିଶାଖା- କାର‌୍ୟ୍ୟବ୍ୟସ୍ତତା ମଧ୍ୟରେ ରହି ଖାଇବା ପିଇବାରେ ଅବହେଳା କରି ନିଜର ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ। ବ୍ୟବସାୟ ଓ ପରିବହନ କିନ୍ତୁ ଭଲରେ ଚାଲିବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ଅନୁରାଧା- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ଜ୍ୟେଷ୍ଠା- ଯାନବାହନ,ସଭାସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।

ପ୍ରତିକାର – ବଗଳାମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :