• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ସଫଳତା ପାଇବେ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୪ ତାରିଖ ମଙ୍ଗଳବାର। ଚନ୍ଦ୍ର- ମେଷ ରାତ୍ରି ୦୪.୧୩ ଗତେ ବୃଷ। ତିଥି-ତ୍ରୟୋଦଶୀ ରାତ୍ରି ୧୦.୦୧ ଗତେ ଚତୁର୍ଦ୍ଦଶୀ। ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୪.୧୩ ଗେତ ବିଛା ରାଶିର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି- ଭୂମିଦାନ ରାତ୍ରି ୧୦.୩୫ ଗେତ ୦୨ ପାଦ କୃଷି ଓ ବଂଶହାନି-ଭୁମି ଓ ତିଳକାଞ୍ଚନଦାନ।

Sagittarius

ଧନୁ

Tuesday 04 Jun 2024

ମୂଳା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।

ପୂ,ଷାଢା- ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ ।

ଉ,ଷାଢା- ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ।

ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :