• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ସନ୍ଧ୍ୟା ୦୬/୧୯ ଗତେ ମୀନ ତିଥି- ୧୧ଶୀ ସନ୍ଧ୍ୟା ୦୬/୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ସନ୍ଧ୍ୟା ୦୬/୧୯ ଗତେ ଧନୁ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭ ହାନି-ତିଳକାଞନ ଦାନ ସନ୍ଧ୍ୟା ୦୬/୦୮ ଗତେ ୨ ପାଦ

Aries

ମେଷ

Friday 04 Nov 2022

ଅଶ୍ୱନୀ – ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ ।

ଦ୍ୱିଜା – ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।

କୃତିକା – ଅଧିକ ମୂଲ୍ୟ ଦେଇ ଜମି କିଣିବେ । ମହିଳା ମାନେ ବନ୍ଧୁଙ୍କ ସହ ସମୟ ବିତାଇବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :