ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ସନ୍ଧ୍ୟା ୦୬/୧୯ ଗତେ ମୀନ ତିଥି- ୧୧ଶୀ ସନ୍ଧ୍ୟା ୦୬/୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ସନ୍ଧ୍ୟା ୦୬/୧୯ ଗତେ ଧନୁ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭ ହାନି-ତିଳକାଞନ ଦାନ ସନ୍ଧ୍ୟା ୦୬/୦୮ ଗତେ ୨ ପାଦ
ପୁନର୍ବସୁ - ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଈଛା ନଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି ।
ପୁଷ୍ୟା – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍ରେ ସବୁକାମ ସମ୍ଭାଳି ନେବେ ।
ଅଶ୍ଳେଷା - ବିବାଦୀୟ ପରିସି୍ଥତମି ଗୁରୁତ୍ୱର ହେବ ନାହିଁ । ମହିଳା ମାନେ ସାମାଜିକ ସ୍ତରରେ ମନବଳ ବୃଦ୍ଧି ପାଇବ ।
ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨