ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ସନ୍ଧ୍ୟା ୦୬/୧୯ ଗତେ ମୀନ ତିଥି- ୧୧ଶୀ ସନ୍ଧ୍ୟା ୦୬/୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ସନ୍ଧ୍ୟା ୦୬/୧୯ ଗତେ ଧନୁ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭ ହାନି-ତିଳକାଞନ ଦାନ ସନ୍ଧ୍ୟା ୦୬/୦୮ ଗତେ ୨ ପାଦ
ଉ , ଫାଲଗୁନୀ – ସବୁ ଭଲ ହେଲେ ମଧ୍ୟ ଘରୋଇ କଳହ ନେଇ ଅଶାନ୍ତି ଲାଗିରହିବ । କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଂଶସିତ ହେବେ ।
ହସ୍ତା – ବନ୍ଧୁଙ୍କ ସହ ଦୂରଯାତ୍ରାରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଆର୍ଥିକ ଅଭିବୃଦ୍ଧିରୁ କାମରେ ଅଗ୍ରଗତି ଘଟିବ । ରାଜନିତିରେ ସଂଯମତା ରକ୍ଷା ନକଲେ ସମାଲୋଚିତ ହୋଇପାରନ୍ତି ।
ଚିତ୍ରା – ମାଲିମକନ୍ଦମା ସମସ୍ୟା ଉପୁଜିପାରେ । ମହିଳା ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୪