ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୪ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ସନ୍ଧ୍ୟା ୦୬/୧୯ ଗତେ ମୀନ ତିଥି- ୧୧ଶୀ ସନ୍ଧ୍ୟା ୦୬/୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ମିଥୁନ ଓ ମୀନ ସନ୍ଧ୍ୟା ୦୬/୧୯ ଗତେ ଧନୁ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭ ହାନି-ତିଳକାଞନ ଦାନ ସନ୍ଧ୍ୟା ୦୬/୦୮ ଗତେ ୨ ପାଦ
ବିଶାଖା – ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ ।
ଅନୁରାଧା – ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁୁଖ ସମ୍ମାନ ପ୍ରଦାନ କରିବ
ଜ୍ୟେଷ୍ଠା – ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନାରୀ ମାନଙ୍କର ସୃଜନାଶୀଳତା ବୃଦ୍ଧି ପାଇବ
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯