• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Saturday 04 Nov 2023

ଅଶ୍ୱନୀ – ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଅନ୍ୟଥା ସାଙ୍ଗରେ ନେବା ଜିନିଷକୁ ଭୁଲି ଯାଇପାରନ୍ତି । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ଦ୍ୱିଜା- ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ।

କୃତିକା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ।

ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :