Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1696998566-143064.jpg)
ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୫୭ ଗତେ ୨ ପାଦ - କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
