• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 04 Nov 2023

ଧନିଷ୍ଠା- ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ ।

ଶତଭିଷା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ପୂ,ଭାଦ୍ରପଦ- ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :