• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 04 Nov 2023

ପୂ,ଭାଦ୍ରପଦ- ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ଉ,ଭାଦ୍ରପଦ- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ ।

ରେବତୀ- ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରି ଭଲ ହେବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :