• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 04 Nov 2023

ମୃଗଶିରା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।

ଆଦ୍ରା- ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।

ପୁନର୍ବସୁ- ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :