• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 04 Nov 2023

ପୁନର୍ବସୁ- ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।

ପୁଷ୍ୟା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ ।

ଅଶ୍ଲେଷା- ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୌଣସି ଗୋଟେ ବଡ଼ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :