• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 04 Nov 2023

ଉ,ଫଳଗୁନି - ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ହସ୍ତା- ବିଦ୍ୟାର୍ଥୀ ମାନେ ବିଷର୍ଣ୍ଣ ରହିବେ ଓ ମନ ଦୁର୍ବଳ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ଚିତ୍ରା- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତାବରଣକୁ ବି ମଜାଦାର କରିବ ।

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :