• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 04 Nov 2023

ଚିତ୍ରା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ସ୍ୱାତୀ- ରାଜନେତାଙ୍କ ସାହା ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇପାରିବେ ।

ବିଶାଖା- ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :