• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 04 Nov 2023

ବିଶାଖା- ଶାରୀରିକ ପିଡା ଭୋଗ କରିପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ଅନୁରାଧା- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

ଜ୍ୟେଷ୍ଠା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :