• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 04 Nov 2023

ମୂଳା - ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।

ପୂ,ଷାଢା- ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ଉ,ଷାଢା- ଆପଣଙ୍କ କାମରେ ଜୀବନସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ହେବା ସହ ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭୋଗ କରିବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :