• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Nov 2023: ଏହି ରାଶିର ବ୍ୟକ୍ତିଙ୍କର ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ..

ସୈାର ତୁଳା ମାସ  କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୪ ତାରିଖ ଶନିବାର। ଚନ୍ଦ୍ର - କର୍କଟ ଅହୋରାତ୍ର, ତିଥି - ୭ମୀ ରାତ୍ରି ୧୨.୫୯ ଗତେ ୮ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ – ୩ ପାଦ - କୃଷି, ପଶୁ ଓ ବଂଶହାନି – ଭୂମି, ଅନ୍ନ ଓ   ତିଳକାଞ୍ଚନ ଦାନ ପ୍ରାତଃ  ୦୭.୫୭  ଗତେ ୨ ପାଦ - କୃଷି ଓ  ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୨.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Saturday 04 Nov 2023

ଉ,ଷାଢା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ ।

ଶ୍ରବଣା- କୌଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।

ଧନିଷ୍ଠା- ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୌଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :