• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ରାଶିର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୨ପାଦ ରାତ୍ରି ୧୦/୫୧ ଗତେ ୧ ପାଦ, କୃଷି-ଗୋତ୍ର- ସମ୍ପଦନାଶ ।

Taurus

ବୃଷ

Tuesday 04 Oct 2022

କୃତିକା - ଦେହପିଡା ଭୋଗିବାକୁ ପଡିବ ।

ରୋହିଣୀ – ବିଦେଶରେ କଷ୍ଟ ପାଇବେ ।

ମୃଗଶିରା – ଚାକିରିରେ ଅବହେଳା ପ୍ରଦର୍ଶନ କରିବେ ।

ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :