• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ଧନୁ ରାଶିର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୨ପାଦ ରାତ୍ରି ୧୦/୫୧ ଗତେ ୧ ପାଦ, କୃଷି-ଗୋତ୍ର- ସମ୍ପଦନାଶ ।

Pisces

ମୀନ

Tuesday 04 Oct 2022

ପୂ , ଭାଦ୍ରପଦ - ପାରିବାରିକ ଜୀବନ ଆମୋଦ ଦାୟକ ହେବ ।

ଉ , ଭଦ୍ରପଦ - ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ ।

ରେବତୀ – ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :