• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2023: ଏହି ରାଶିର ବ୍ୟକ୍ତି ସରକାରୀ ଚାକିରି କରିଥିଲେ ମିଳିପାରେ ଖୁସି ଖବର

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୬ଷ୍ଠୀ ନିଶାନ୍ତ ୦୫.୪୧ ଗତେ ୭ ମୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନିଶାନ୍ତ ୦୫.୪୧ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Cancer

କର୍କଟ

Wednesday 04 Oct 2023

ପୁନର୍ବସୁ- ପାରିବାରିକ ଜୀବନ ଶାନ୍ତିମୟ ଓ ପ୍ରିତିମୟ ହେବ । ବିଦେଶରେ ଭାଗୀଦାର ବ୍ୟବସାୟ କରିବା ପାଇଁ ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି ।

ପୁଷ୍ୟା- କ୍ୟାରିୟରର ସଫଳତା ପାଇଁ ଆପଣ କୌଣସି ବଡ ପରିବର୍ତ୍ତନର ସମ୍ମୁଖୀନ ହେବେ । କ୍ରୀଡା କ୍ଷେତ୍ରରେ ସଫଳତା ମିଳିବା ଯୋଗୁ ମନ ପ୍ରଫୁଲ୍ଲିତ ରହିବ ।

ଅଶ୍ଳେଷା- ଆନୁଷ୍ଠାନିକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ଖୁସି ହେବେ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ସାମାଜିକ ସ୍ତରରେ ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ ।

ପ୍ରତିକାର- ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :