• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2023: ଏହି ରାଶିର ବ୍ୟକ୍ତି ସରକାରୀ ଚାକିରି କରିଥିଲେ ମିଳିପାରେ ଖୁସି ଖବର

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୬ଷ୍ଠୀ ନିଶାନ୍ତ ୦୫.୪୧ ଗତେ ୭ ମୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନିଶାନ୍ତ ୦୫.୪୧ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Scorpio

ବିଛା

Wednesday 04 Oct 2023

ଚିତ୍ରା- ପ୍ରେମରେ ସଫଳତା ମିଳିବ । ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ଧାରଣା ପୋଷଣ କରିପାରେ ।

ସ୍ୱାତୀ- ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ନୂାଆ ସୁଯୋଗ ସୃଷ୍ଟି ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ନୂତନ ସ୍ଥାନ ଓ ନୂତନ ଲୋକଙ୍କ ସଂସ୍ପର୍ଶରେ ଆସିବେ ।

ବିଶାଖା- ଜମିକୁ ନେଇ ଲାଗି ରହିଥିବା ବିବାଦ ଦୂର ହେବ । ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ । ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।

ପ୍ରତିକାର- ପର୍ଶୁରାମଙ୍କ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :