• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2023: ଏହି ରାଶିର ବ୍ୟକ୍ତି ସରକାରୀ ଚାକିରି କରିଥିଲେ ମିଳିପାରେ ଖୁସି ଖବର

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୬ଷ୍ଠୀ ନିଶାନ୍ତ ୦୫.୪୧ ଗତେ ୭ ମୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନିଶାନ୍ତ ୦୫.୪୧ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Sagittarius

ଧନୁ

Wednesday 04 Oct 2023

ମୂଳା-ପାରିବାରିକ ବିବାଦ ଦେଖାଦେଇପାରେ । ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ । ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି ।

ପୂ, ଷାଢା-କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆବଶ୍ୟକତା ଉପଲବ୍ଧି କରି ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି ।

ଉ, ଷାଢା- ମାଲିମୋକଦ୍ଦମାର ବିଚାର ବିଳମ୍ବରେ ହୋଇପାରେ । ମାନସିକ ଅସ୍ଥିତାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅସାବଧାନତା କାରଣରୁ ଦ୍ରବ୍ୟହାନୀ ଯୋଗୁ ବ୍ୟସ୍ତତା ବଢିଯିବ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :