• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2023: ଏହି ରାଶିର ବ୍ୟକ୍ତି ସରକାରୀ ଚାକିରି କରିଥିଲେ ମିଳିପାରେ ଖୁସି ଖବର

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୬ଷ୍ଠୀ ନିଶାନ୍ତ ୦୫.୪୧ ଗତେ ୭ ମୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନିଶାନ୍ତ ୦୫.୪୧ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Capricorn

ମକର

Wednesday 04 Oct 2023

ଉ, ଷାଢା- ବୈବାହିକ ଜୀବନରେ ବିବାଦ ସୃଷ୍ଟି ହୋଇପାରେ । ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । ଅସୁସ୍ଥତାରୁ କେତେକ କାମରେ ଅବହେଳା କରିପାରନ୍ତି ।

ଶ୍ରବଣା- କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଚାକିରି ପରିବର୍ତନ କରିବାର ଯୋଗ ରହିଛି । ହେଲେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ ।

ଧନିଷ୍ଠା- ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷା ନ କରି ଠିକ୍ ସମୟରେ ଆସି ନ ପାରନ୍ତି ।

ପ୍ରତିକାର- ମା’ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :