• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2023: ଏହି ରାଶିର ବ୍ୟକ୍ତି ସରକାରୀ ଚାକିରି କରିଥିଲେ ମିଳିପାରେ ଖୁସି ଖବର

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୬ଷ୍ଠୀ ନିଶାନ୍ତ ୦୫.୪୧ ଗତେ ୭ ମୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- କର୍କଟ । ପୁଷ୍କର ଦୋଷ- ନିଶାନ୍ତ ୦୫.୪୧ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ।

Aquarius

କୁମ୍ଭ

Wednesday 04 Oct 2023

ଧନିଷ୍ଠା- ବ୍ୟବସାୟ କରୁଥିବା ଲୋକଙ୍କୁ ଋଣ ନେବା ପାଇଁ ପଡିପାରେ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ସାମୟିକ ମନୋବଳ ବୃଦ୍ଧିକରିବ । କର୍ମକ୍ଷେତ୍ରରେ ମାନସିକଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ ।

ଶତଭିଷା- ପରୀକ୍ଷା ପ୍ରତିଯୋଗିତା ପ୍ରସ୍ତୁତିରେ ନିୟୋଜିତ ବିଦ୍ୟାର୍ଥୀ ମାନଙ୍କୁ ଇଚ୍ଛାକୃତ ଫଳାଫଳ ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଅର୍ଥର ଅଭାବ ଦେଖାଦେବ ଓ ଖର୍ଚ୍ଚର ପରିମାଣ ଅଧିକ ହେବ ।

ପୂ, ଭାଦ୍ରପଦ- ପୂର୍ବ କଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିବାର ଆଶା ରହିଛି । ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ ।

ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :