• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Aries

ମେଷ

Friday 04 Oct 2024

ଅଶ୍ୱନୀ- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।

ଦ୍ୱିଜା-ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ ।

କୃତିକା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି । ଶିକ୍ଷାର୍ଥୀମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ରାଜନୈତିକ ନେତାମାନେ ଶାନ୍ତିକାମୀ ହେବେ ।

ପ୍ରତିକାର – ମା’ ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :