• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Aquarius

କୁମ୍ଭ

Friday 04 Oct 2024

ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପୀଡା ଅନୁଭବ କରି ପାରନ୍ତି ।

ଶତଭିଷା- ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । ଯାତ୍ରା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି।

ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :