• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Pisces

ମୀନ

Friday 04 Oct 2024

ପୂ,ଭାଦ୍ରପଦ-ପ୍ରେମୀଯୁଗଳ ନିଜ ମନ କଥା ଜୀବନସାଥୀଙ୍କ ଆଗରେ ପ୍ରକାଶ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ଉ,ଭାଦ୍ରପଦ- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।

ରେବତୀ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ରାଜନୀତିରେ ଚେଷ୍ଟା ସଫଳ ହେବ ଓ ଲାଭବାନ୍ ହେବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :