• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Cancer

କର୍କଟ

Friday 04 Oct 2024

ପୁନର୍ବସୁ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।

ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନସମ୍ମାନ ପାଇବେ।

ଅଶ୍ଲେଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ରଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।

ପ୍ରତିକାର – ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :