• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Leo

ସିଂହ

Friday 04 Oct 2024

ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସଂପର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ପୂ,ଫାଲଗୁନି- ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।

ଉ,ଫାଲଗୁନି- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇପାରନ୍ତି । କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :