• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Libra

ତୁଳା

Friday 04 Oct 2024

ଚିତ୍ରା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ।

ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରିଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବେପାରୀବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :