• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th October 2024: ଆଜି ଏହି ରାଶିର ବ୍ୟକ୍ତି ଧାର ଦେଇଥିବା ଟଙ୍କା ଫେରି ପାଇବେ...

ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

Capricorn

ମକର

Friday 04 Oct 2024

ଉ,ଷାଢା- ପ୍ରେମିକପ୍ରେମିକାମାନେ ପରସ୍ପରଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ।

ଶ୍ରବଣା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ।

ଧନିଷ୍ଠା- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :