• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ତିଥି – ୮ମୀ ଦିବା ୧୦/୪୦ ଗତେ ୯ମୀ, ଚନ୍ଦ୍ର – ବିଛା ରାତ୍ରି ୦୯/୪୨ ଗତେ ଧନୁ, ଘାତ ଚନ୍ଦ୍ର- ରାତ୍ରି ୦୯/୪୨ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ –୧ ପାଦ କୃଷିହାନି-ଭୂମିଦାନ

Aries

ମେଷ

Sunday 04 Sep 2022

ଅଶ୍ୱନୀ – ପ୍ରୋତ୍ସାହିତ କରୁଥିବା ଲୋକଙ୍କ ସହ ସମୟ ଅତିବାହିତ କରନ୍ତୁ ।

ଦ୍ୱିଜା – ଅଫିସ୍‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ ।

କୃତିକା – ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ୫ଟି ନାଲି ମନ୍ଦାର ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :