• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ତିଥି – ୮ମୀ ଦିବା ୧୦/୪୦ ଗତେ ୯ମୀ, ଚନ୍ଦ୍ର – ବିଛା ରାତ୍ରି ୦୯/୪୨ ଗତେ ଧନୁ, ଘାତ ଚନ୍ଦ୍ର- ରାତ୍ରି ୦୯/୪୨ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ –୧ ପାଦ କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 04 Sep 2022

ଧନିଷ୍ଠା – ଘରେ ଖୁସିର ମାହୋଲ୍ ରହିବ ।

ଶତଭିଷା –ଅର୍ଡର ସପ୍ଲାୟରଙ୍କୁ ଉନ୍ନତି ସୁଯୋଗ ମିଳିବ ।

ପୂ , ଭାଦ୍ରପଦ – ସ୍ମାତକ ଛାତ୍ରଙ୍କ ଲାଗି ଦିନଟି ଉତ୍ତମ ରହିବ ।

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରି ବାହାରକୁ ଯାଆନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :