• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ତିଥି – ୮ମୀ ଦିବା ୧୦/୪୦ ଗତେ ୯ମୀ, ଚନ୍ଦ୍ର – ବିଛା ରାତ୍ରି ୦୯/୪୨ ଗତେ ଧନୁ, ଘାତ ଚନ୍ଦ୍ର- ରାତ୍ରି ୦୯/୪୨ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ –୧ ପାଦ କୃଷିହାନି-ଭୂମିଦାନ

Pisces

ମୀନ

Sunday 04 Sep 2022

ପୂ , ଭାଦ୍ରପଦ - ସାମାଜିକ କାର୍ଯ୍ୟରେ ରୁଚି ବଢିବ ।

ଉ , ଭଦ୍ରପଦ - ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ ।

ରେବତୀ – ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :