• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ତିଥି – ୮ମୀ ଦିବା ୧୦/୪୦ ଗତେ ୯ମୀ, ଚନ୍ଦ୍ର – ବିଛା ରାତ୍ରି ୦୯/୪୨ ଗତେ ଧନୁ, ଘାତ ଚନ୍ଦ୍ର- ରାତ୍ରି ୦୯/୪୨ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ –୧ ପାଦ କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 04 Sep 2022

ମୂଳା – ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପୂ , ଷାଢା – ଖାଦ୍ୟ, ପାନୀୟ ପ୍ରତି ସଚେତନ ରୁହନ୍ତୁ ।

ଉ , ଷାଢା – ଜମିବାଡି ବିବାଦ ଲାଗି ରହିବ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :