Advertisment

Daily Horoscope 4th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

author-image
Manoranjan Behera
Daily Horoscope 4th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ତିଥି – ୮ମୀ ଦିବା ୧୦/୪୦ ଗତେ ୯ମୀ, ଚନ୍ଦ୍ର – ବିଛା ରାତ୍ରି ୦୯/୪୨ ଗତେ ଧନୁ, ଘାତ ଚନ୍ଦ୍ର- ରାତ୍ରି ୦୯/୪୨ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ –୧ ପାଦ କୃଷିହାନି-ଭୂମିଦାନ