• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Aries

ମେଷ

Monday 04 Sep 2023

ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।            
କୃତିକା- ଛାତ୍ରଛାତ୍ରୀମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । 
ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ ।  ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତ୍ରୁଙ୍କର ଷଡଯନ୍ତ୍ରର ଶିକାର ହୋଇ ପାରନ୍ତି ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS