• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 4th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ  ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି

Taurus

ବୃଷ

Monday 04 Sep 2023

କୃତିକା- ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ମିତ୍ର ବନ୍ଧୁମାନଙ୍କ ପରିସର  ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।    
ରୋହିଣୀ- ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ । 
ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ  ପାରିବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।     

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS