ସୌର ସିଂହମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ, ସୋମବାର, ଚନ୍ଦ୍ର – ମେଷ ଅହୋରାତ୍ର ତିଥି- ୫ମୀ ଦିବା ୦୪.୪୨ଗତେ ୬ଷ୍ଠୀ ଘାତ ଚନ୍ଦ୍ର - ମେଷ ରାଶିର ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ –ନାସ୍ତି
ଧନିଷ୍ଠା- ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।
ଶତଭିଷା- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ପୂ, ଭାଦ୍ରପଦ- ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି ।
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮